Jump to content

ନୋବେଲ ପୁରସ୍କାର

ଉଇକିପିଡ଼ିଆ‌ରୁ
୧୫:୫୫, ୨୮ ଜୁଲାଇ ୨୦୧୨ ବେଳେ Aditya Mahar (ଆଲୋଚନା | ଅବଦାନ) ଙ୍କ ଦେଇ ହୋଇଥିବା ସଂସ୍କରଣ
ନୋବେଲ ପୁରସ୍କାର
A golden medallion with an embossed image of Alfred Nobel facing left in profile. To the left of the man is the text "ALFR•" then "NOBEL", and on the right, the text (smaller) "NAT•" then "MDCCCXXXIII" above, followed by (smaller) "OB•" then "MDCCCXCVI" below.
କାହା ନିମନ୍ତେ ପୁରସ୍କାରଶାନ୍ତି,ଚିକିତ୍ସା,ସାହିତ୍ୟ,ପଦାର୍ଥ ବିଜ୍ଞାନ,ରସାୟନ ବିଜ୍ଞାନ ଏବଂ ଅର୍ଥନୀତି କ୍ଷେତ୍ରରେ ପ୍ରତିଭାଶାଳୀ ଯୋଗ୍ୟ ବିବେଚିତ ବ୍ୟକ୍ତି
ଦାତାସ୍ଵେଦିଶ ଏକାଡେମି
ରୋୟାଲ ସ୍ଵେଦିଶ ଏକାଡେମି ଅଫ ସାଇନ୍ସ
କରୋଲିନ୍ସ୍କା ଇନ୍ଷ୍ଟିଚୁଟ୍
Norwegian Nobel Committee
ଦେଶସ୍ଵିଡେନ
ନର୍ୱ୍ଏ (Peace Prize only)
ପ୍ରଥମ ପୁରସ୍କାର୧୯୦୧
ମୁଖ୍ୟ ୱେବସାଇଟnobelprize.org

ବିଶ୍ଵରେ ପ୍ରତିଭା ସମ୍ପନ୍ନ ବ୍ୟକ୍ତି ମାନଙ୍କୁ ଯେତେଗୁଡିଏ ପୁରସ୍କାର ଦିଆଯିବାର ବ୍ୟବସ୍ଥା ରହିଛି ତନ୍ମଧ୍ୟରେ ନୋବେଲ ପୁରସ୍କାର ହେଉଛି ବିଶ୍ଵର ସର୍ବଶ୍ରେଷ୍ଠ ପୁରସ୍କାର।ଶାନ୍ତି,ଚିକିତ୍ସା,ସାହିତ୍ୟ,ପଦାର୍ଥ ବିଜ୍ଞାନ,ରସାୟନ ବିଜ୍ଞାନ ଏବଂ ଅର୍ଥନୀତି କ୍ଷେତ୍ରରେ ଯେ କୈଣସି ଦେଶ ଓ ଜାତିର ଯୋଗ୍ୟବିବେଚିତ ବ୍ୟକ୍ତିଙ୍କୁ ଏହି ବାର୍ଷିକ ପୁରସ୍କାର ଦିଆଯାଏ।ଏହି ପୁରସ୍କାରର ପ୍ରତିଷ୍ଠାତା ହେଲେ ସୁଇଡିଶର ବୈଜ୍ଞାନିକ ତଥା ଡିନାମାଇଟର ଉଦ୍ଭାବକ ଡ.ଆଲଫ୍ରେଡ ନୋବେଲ।୧୯୦୧ଠାରୁ ଆଲଫ୍ରେଡ ନୋବେଲଙ୍କ ଦ୍ଵାରା ପ୍ରତିଷ୍ଠାତା ନୋବେଲ ଫାଉଣ୍ଡେଶନ ତରଫରୁ ପ୍ରତିବର୍ଷ ଡିସେମ୍ବର ୧୦ ତାରିଖରେ ଆଲଫ୍ରେଡ ଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ସ୍ଵିଡେନର ରାଜଧାନୀ ଷ୍ଟକହୋମଠାରେ ବ୍ୟାଙ୍କ ଅଫ ସ୍ଵିଡେନ ପ୍ରାଇଜ୍ ଇନ୍ ଇକୋନୋମିକ ସାଇନ୍ସେସ୍ ଦ୍ଵାରା ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।

ଆଧାର